www.samajalive.in
Saturday, December 6, 2025
16.1 C
Bhubaneswar

ମାଓ କ୍ୟାମ୍ପ ଠାବ, ବିପୁଳ ମାଓ ସାମଗ୍ରୀ ଜବତ

ଭବାନୀପାଟଣା: ଯୁଗସାଇପାଟଣା ଏବଂ ଗୁଣ୍ଡି ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ମାଓ କ୍ୟାମ୍ପ ଠାବ ହୋଇଥିବା ଜଣାପଡ଼ିଛି। ସେଠାରୁ ୬ଟି ଏକେ ୪୭ ବନ୍ଧୁକ, ଗୋଟାଏ ଇନସାସ ବନ୍ଧୁକ, ବହୁ ପରିମାଣର ଗୁଳିଗୋଳା, ବିସ୍ଫୋରଣରେ ବ୍ୟବହାର ହେଉଥିବା ସାମଗ୍ରୀ ତଥା ଅନ୍ୟାନ୍ୟ ସାମଗ୍ରୀ ଆଦି ଜବତ ହେଇଛି। ଏନେଇ ଶନିବାର କଳାହାଣ୍ଡି ଏସପି ଅଭିଳାଷ ଜି ଏବଂ ସିଆରପିଏଫ କମାଣ୍ଡାଣ୍ଟ ପଙ୍କଜ ଚୌଧୁରୀ ସ୍ଥାନୀୟ ପୁଲିସ ବ୍ୟାରେକରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି।

ସେହି ଅଞ୍ଚଳରେ ମାଓ ଗତିବିଧି ଥିବା ସୂଚନା ପାଇ ଏସଓଜି ଏବଂ ସିଆରପିଏଫ ପକ୍ଷରୁ କୁମ୍ବିଂ ହେଇଥିଲା। ସୁରକ୍ଷା ବାହିନୀର ଉପସ୍ଥିତି ଜାଣି ପ୍ରାୟ ୧୦ରୁ ୧୨ ମାଓବାଦୀ ଘଞ୍ଚ ଜଙ୍ଗଲକୁ ପଳାଇଥିଲେ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories