www.samajalive.in
Saturday, December 6, 2025
16.1 C
Bhubaneswar

ମାଓ କ୍ୟାମ୍ପ ଧ୍ବଂସ କଲେ ଯବାନ

ବୌଦ୍ଧ: ବୌଦ୍ଧରେ କୁମ୍ବିଂ ଅପରେସନ୍ ବେଳେ ନକ୍ସଲ ଏବଂ ଯବାନ ମୁହାଁମୁହିଁ ହୋଇଛନ୍ତି । ଗୁଳି  ବିନିମୟ ବେଳେ ମାଓବାଦୀମାନେ ଛତ୍ରଭଙ୍ଗ ଦେବା ସହ ମାଓ କ୍ୟାମ୍ପକୁ ମଧ୍ୟ ଧ୍ବଂସ କରାଯାଇଛି।  ବୁଢାଖୋଲ ଓ ମାତାକ୍ରୁପା ଜଙ୍ଗଲରେ ଏସଓଜି ଯବାନଙ୍କ ପକ୍ଷରୁ କୁମ୍ବିଂ କରାଯାଉଥିଲା। ପୁଲିସ ଏବଂ ମାଓବାଦୀଙ୍କ ଗୁଳି ବିନିମୟ ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ସେପଟେ ଘଟଣାସ୍ଥଳରୁ ଆଇଇଡି ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି। ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories