www.samajalive.in
Wednesday, December 10, 2025
14.1 C
Bhubaneswar

ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ, ମାଓ ସାମଗ୍ରୀ ଜବତ

କଳାହାଣ୍ଡି : କଳାହାଣ୍ଡି-କନ୍ଧମାଳ ସୀମାନ୍ତ ପୁଟ୍ରିମହୁଲ ଜଙ୍ଗଲରେ ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏମ୍ ରାମପୁର ଥାନା ପୁଟ୍ରିମହୁଲ ସଂରକ୍ଷିତ ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ସମ୍ପର୍କରେ ସୂଚନା ପାଇ ଏସଓଜି, ସିଆରପିଏଫ୍ ଓ ଡିଭିଏଫ୍ ଯବାନ କମ୍ବିଂ ଅପରେସନ୍ ଯାଇଥିଲେ।  ଯବାନଙ୍କୁ ଦେଖି ନକ୍ସଲମାନେ ଗୁଳି ଚଳାଇଥିଲେ। ଏହାର ଜବାବରେ ଯବାନମାନେ ଫାୟାରିଂ କରିଥିଲେ। ଶେଷରେ ନକ୍ସଲମାନେ କ୍ୟାମ୍ପ ଛାଡି ଫେରାର ହୋଇଯାଇଥିଲେ । କ୍ୟାମ୍ପରୁ ଆଇଇଡି, ବୋମା ସହ ବିପୁଳ ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories