www.samajalive.in
Saturday, December 6, 2025
26.1 C
Bhubaneswar

ମାଓକ୍ୟାମ୍ପ ଠାବ, ବିପୁଳ ମାଓ ସାମଗ୍ରୀ ଜବତ

ରାଉରକେଲା: ରାଉରକେଲା ଝାଡଖଣ୍ଡ ସୀମାନ୍ତ ଗୋଏଲକେରା ଥାନା ଟେନଟୋ ଜଙ୍ଗଲରେ ଠାବ ହୋଇଛି ମାଓ କ୍ୟାମ୍ପ । କୁମ୍ବିଂ ଅପରେସନ୍ ସମୟରେ ଏହି ମାଓକ୍ୟାମ୍ପ  ଠାବ କରାଯାଇଛି।  ବିଷାକ୍ତ ଲେପ ଥିବା ୨୧ ଟି ତାର, ଅଢେଇ କିଲୋର ଗନ୍ ପାଉଡର , ୫ କିଲୋ ଆମୋନିଆ ନାଇଟ୍ରେଡ୍ ପାଉଡର , ୧ କିଲୋ ସଲଫର ପାଉଡର ସହ ଅନେକ ମାଓ ସାମଗ୍ରୀ ଜବତ ହୋଇଛି। ଆଗକୁ ନିର୍ବାଚନକୁ ନଜରରେ ରଖି ଝାଡଖଣ୍ଡ, ରାଉରକେଲା ସହ ସୁନ୍ଦରଗଡ ପୁଲିସ୍ ପୁରା ଆଲର୍ଟରେ ରହିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories