www.samajalive.in
Monday, December 8, 2025
14.1 C
Bhubaneswar

ସିଏଏଫ୍ ଯବାନଙ୍କ ଗଳା କାଟିଲେ ମାଓବାଦୀ

ମାଲକାନଗିରି: ଛତିଶଗଡରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି। ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଳା​ରେ ମାଓବାଦୀମାନେ  ଜଣେ ଯବାନଙ୍କ ଗଳା କାଟି ହତ୍ୟା କରିଛନ୍ତି। ଯବାନ ଜଣଙ୍କ ସାପ୍ତାହିକ ହାଟକୁ ଯାଇଥିବାବେଳେ ତାଙ୍କୁ ଟେକି ନେଇ ହତ୍ୟା କରାଯାଇଛି। ମୃତକ ସିଏଏଫ୍ ଚତୁର୍ଥ ବାଟାଲିଅନର ଯବାନ ଟିଜାଉ ରାମ ବୋଲି ଜଣାପଡିଛି। ରବିବାର ସକାଳେ ଏଭଳି ଅଘଟଣ ଘଟିଛି। ଘଟଣା ଘଟିବା ପରେ ସାପ୍ତାହିକ ହାଟ ବନ୍ଦ ହୋଇଯାଇଥିବାବେଳେ ପୁଲିସ ପକ୍ଷରୁ କୁମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories