www.samajalive.in
Saturday, December 6, 2025
26.1 C
Bhubaneswar

ଦମ୍ପତିଙ୍କୁ ହତ୍ୟା କଲେ ମାଓବାଦୀ

ଫୁଲବାଣୀ: ଗୋଛାପଡା ଥାନା ବିଡାପଦର ଗାଁରେ ମାଓବାଦୀଙ୍କ ବର୍ବରତା । ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ମାଓବାଦୀମାନେ ହତ୍ୟା କରିଛନ୍ତି । ଗାଁ ନିକଟ ଜଙ୍ଗଲରେ ଦମ୍ପତିଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ପୁଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ମୃତକ ଦୁଇଜଣ ହେଲେ ସ୍ୱାମୀ ତାହିଁରା କହଁର ଓ ସ୍ତ୍ରୀ ବତାସୀ କହଁର ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories