www.samajalive.in
Tuesday, December 9, 2025
23.1 C
Bhubaneswar

ଆତ୍ମସମର୍ପଣ କଲେ ୩୦ ମାଓବାଦୀ

ସମାଜ ଡିଜିଟାଲ ଡେସ୍କ: ମାଓମୁକ୍ତ ଅଭିଯାନରେ ଛତିଶଗଡ ପୁଲିସକୁ ବଡ ସଫଳତା ମିଳିଛି । ବିଜାପୁରରେ ୩୦ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ୩୦ଜଣଙ୍କ ମଧ୍ୟରେ ୯ଜଣ ମହିଳା ଓ ୨୦କ୍ୟାଡର ମାଓବାଦୀ ରହିଛନ୍ତି । ଏହି ସବୁ ମାଓବାଦୀଙ୍କ ମୁଣ୍ଡ ଉପରେ ୭୯ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା । ବିଜାପୁରରେ ଚଳିତ ବର୍ଷ ମୋଟ ୩୦୭ଜଣ ମାଓବାଦୀ ଆତ୍ମସମର୍ପଣ କରିଲେଣି ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories