www.samajalive.in
Friday, December 5, 2025
20.1 C
Bhubaneswar

ବିଜେପି ନେତାଙ୍କୁ ହତ୍ୟା କଲେ ମାଓବାଦୀ

ସମାଜ ଡିଜିଟାଲ ଡେସ୍କ: ଛତିଶଗଡ ବିଜାପୁର ଜିଲା ତନୟା ଥାନା ଅଂଚଳରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି। ଏକ ବିବାହ ଉତ୍ସବରେ ଯୋଗଦେବାକୁ ଯାଇଥିବା ବେଳେ ତୋୟନାର ଅଞ୍ଚଳରେ ବିଜେପି ନେତା ତଥା ଜିଲ୍ଲା ପରିଷଦ ସଦସ୍ୟ ତିରୁପତି କଟଲାଙ୍କୁ ଅଟକାଇଥିଲେ ମାଓବାଦୀ । ପରେ ଟାଙ୍ଗିଆ ଓ ଧାରୁଆ ଅସ୍ତ୍ରରେ ତାଙ୍କୁ ହାଣି ହତ୍ୟା କରାଯାଇଛି । ଏହି ହତ୍ୟାକାଣ୍ଡ ପରେ ଛତିଶଗଡରେ ମାଓବାଦୀ ପୁଣି ସକ୍ରିୟ ଥିବାରୁ ଲୋକେ ଭୟଭୀତ ହୋଇଛନ୍ତି। ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ, ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories