www.samajalive.in
Thursday, December 11, 2025
27.1 C
Bhubaneswar

ବ୍ୟବସାୟୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ସୀମାନ୍ତରେ ଥମୁନି ମାଓ ହିଂସା। ଘରେ ପ୍ରବେଶ କରି ଜଣେ ଗ୍ରାମବାସୀଙ୍କୁ ମାଓବାଦୀ ହତ୍ୟା କରିଛନ୍ତି। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲା ଦର୍ନାପାଲରେ ଏପରି ଘଟଣା ଘଟିଛି। ପଲମପାଲ୍ଲୀ ଗଁାର ମାଡକମ ଜଗା ନାମକ ଜଣେ ତେଜରାତି ଦୋକାନୀଙ୍କ ଘର ଭିତରକୁ ପ୍ରାୟ ୨୦ରୁ ଊର୍ଦ୍ଧ୍ବ ସଶସ୍ତ୍ର ମାଓବାଦୀ ଯାଇଥିଲୋ ତାଙ୍କୁ ଘରୁ ଟାଣି ଆଣି ତାଙ୍କ ସ୍ତ୍ରୀ ଓ ଦୁଇ ପିଲାଙ୍କ ସମ୍ମୁଖରେ ଲାଠି ଦ୍ୱାରା ନିସ୍ତୁକ ମାଡ ମାରି ପିଟିପିଟି ହତ୍ୟା କରିଛନ୍ତି। ମୃତ ଜଗା ପୁଲିସକୁ ସହାୟତା କରୁଥିବା ଅଭିଯୋଗ କରି ମାଓବାଦୀମାନେ ଏଭଳି ଘଟଣା ଘଟାଇଥିବା ସେଠାରେ ଛାଡି ଯାଇଥିବା ଏକ ଚିଠିରେ ଉଲ୍ଲେଖ ରହିଛିା

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories