www.samajalive.in
Saturday, December 6, 2025
26.1 C
Bhubaneswar

ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗୁଳି କରି ହତ୍ୟା

ମାଲକାନଗିରିି :  ମାଲକାନଗିରିି ଆନ୍ଧ୍ରପ୍ରଦେଶ ସିମାନ୍ତ ବିଶାଖାପାଟଣା ଜିଲ୍ଲାରେ ମାଓ ହିଂସା ଘଟିଛି । ପୁଲିସ ଇନଫର୍ମର ସନ୍ଦେହରେ  କଲେ ଲାଲ୍ ବାହିନୀ ଜଣଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଗୁଡେମ ଥାନା ଅନ୍ତର୍ଗତ କୋଟାପାଲମ୍ ଗ୍ରାମ ବାସିନ୍ଦା କୋରା ପିଲ୍କୁ ପୁର୍ବରୁ ନକ୍ସଲ ସଂଗଠନରେ ଯୋଗ ଦେଇ ପରେ ପୁଲିସ ନିକଟରେ ଆତ୍ମସମର୍ପଣ କରିଥିଲେ। ହେଲେ ମାଓବାଦୀ ମାନେ ତାଙ୍କୁ ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା କରିଥିବା ଜଣାପଡିଛି । କୋଟାପାଲାମ ଗାଁର ଏକ ଘରେ ଶୋଇଥିବା ବେଳେ ତା’ ଉପରେ ମାଓବାଦୀ ଆକ୍ରମଣ କରିଥିଲେ। ଗୋଡ ଓ ହାତକୁ ଦଉଡିରେ ବାନ୍ଧିବା ପରେ ତାଙ୍କୁ ହତ୍ୟା କରାଯାଇଛି । ଘଟଣା ସ୍ଥଳରେ ନକ୍ସଲ ମାନେ ଛାଡିଥିବା ଏକ ଚିଠିରେ ଉଲ୍ଲେଖ ରହିଛି ଯେ ସେ ପୁଲିସର ସୂଚନାଦାତା ଭାବରେ କାର୍ଯ୍ୟ କରୁଥିବାରୁ ତାଙ୍କୁ ହତ୍ୟା କରାଯାଇଛି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories