www.samajalive.in
Friday, December 12, 2025
14.1 C
Bhubaneswar

ଦୁର୍ଗାପାଙ୍ଗା ଜଙ୍ଗଲରେ ଗୁଳି ବିନିମୟ: ଛତ୍ରଭଙ୍ଗ ଦେଲେ ମାଓବାଦୀ

ଫୁଲବାଣୀ: ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । କୋଟଗଡ -ବେଲଘର ଥାନା ଦୁର୍ଗାପାଙ୍ଗା ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଶନିବାର  ଗୁଳିବିନିମୟ ହୋଇଥିବା କନ୍ଧମାଳ ଏସପି ସୂଚନା ଦେଇଛନ୍ତି। ଗୁଳି ବିନିମୟ ଯୋଗୁଁ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ସର୍ଚ୍ଚ ଅପରେସନ୍ ବେଳେ ମାଓ କ୍ୟାମ୍ପ ଠାବ ହେବା ସହ ତାକୁ ଧ୍ଵଂସ କରାଯାଇଛି। ବଂଶଧାରା ଘୁମୁସର ନାଗାବଳୀ ଡିଭିଜନର ମାଓ କ୍ୟାମ୍ପ ଠାବ ହୋଇଛି। ୭ଟି ଉନ୍ନତମାନର ଗ୍ରେନେଡ୍ , ୩ଟି ଜିଲୋଟିନ୍ ଓ ସୋଲାର୍ ପ୍ୟାନେଲ ଜବତ କରାଯାଇଛି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories