‘ମର୍ଦାନି ୩’ ; ପୁଣି ଥରେ ଶିବାନୀ ଶିବାଜୀ ରୟଙ୍କ ଭୂମିକାରେ ନଜର ଆସିବେ ରାଣୀ, ସାମ୍ନାକୁ ଆସିଲା ପ୍ରଥମ ଝଲକ୍‌..

ମୁମ୍ବାଇ : ଖୁବ୍‌ ଶୀଘ୍ର ଆସୁଛି ‘ମର୍ଦାନି ଫିଲ୍ମର ୩ ସିରିଜ୍‌ । ପୁଣି ଥରେ ଶିବାନୀ ଶିବାଜୀ ରୟଙ୍କ ଭୂମିକାରେ ନଜର ଆସିବେ ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀ। ୟଶରାଜ ଫିଲ୍ମସ୍ ଏନେଇ ଘୋଷଣା କରିଛି । ଅଗଷ୍ଟ ୨୨ରେ ଏହି ଫିଲ୍ମ ୧୦ ବର୍ଷ ପୂରଣ କରିଛି। ରାଣୀ ମୁଖାର୍ଜୀ ପୁଣି ଥରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚର ସିନିୟର ଇନ୍ସପେକ୍ଟର ଶିବାନୀ ଶିବାଜୀ ରୟଙ୍କ ଭୂମିକାରେ ନଜର ଆସିବେ। ଏହି ଅବସରରେ ଏକ ଭିଡିଓ … Continue reading ‘ମର୍ଦାନି ୩’ ; ପୁଣି ଥରେ ଶିବାନୀ ଶିବାଜୀ ରୟଙ୍କ ଭୂମିକାରେ ନଜର ଆସିବେ ରାଣୀ, ସାମ୍ନାକୁ ଆସିଲା ପ୍ରଥମ ଝଲକ୍‌..