www.samajalive.in
Sunday, December 7, 2025
18.1 C
Bhubaneswar

ମରେଙ୍କ ଶରୀରରେ ଅସ୍ତ୍ରୋପଚାର

ଲଣ୍ଡନ : ପୁରୁଷ ଟେନିସ ଖେଳାଳି ଆଣ୍ଡି ମରେଙ୍କ ନିତମ୍ବରେ ମଙ୍ଗଳବାର ଅସ୍ତ୍ରୋପଚାର କରାଯାଇଥିବା ଜଣାପଡ଼ିଛି। ଗତବର୍ଷ ମରେଙ୍କ ନିତମ୍ବରେ ଅସ୍ତ୍ରୋପଚାର କରାଯାଇଥିଲା। ତେବେ ସେ ସଂପୂର୍ଣ୍ଣ ଭାବେ ସୁସ୍ଥ ହୋଇନଥିବାରୁ ପୁନର୍ବାର ଅସ୍ତ୍ରୋପଚାର କରାଯାଇଥିବା ମରେ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି।
୩୧ ବର୍ଷୀୟ ମରେ କିଛିଦିନ ତଳେ ଖେଳାଯାଇଥିବା ଅଷ୍ଟ୍ରେଲିଆନ୍ ଓପନ୍‌ ଟେନିସ୍‌ ଟୁର୍ଣ୍ଣାମେଣ୍ଟର ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଥିଲେ। ଅସ୍ତ୍ରୋପଚାର ପରେ ମରେ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏ ସପଂର୍କରେ ସୂଚନା ଦେବା ସହ ତାଙ୍କ ନିତମ୍ବରେ ଧାତବ ଦ୍ରବ୍ୟ ଲଗା ଯାଇଥିବା ଦର୍ଶାଇଛନ୍ତି। ଏହି ଅସ୍ତ୍ରୋପଚାର ପରେ ନିତମ୍ବ ଯନ୍ତ୍ରଣାରୁ ତାଙ୍କୁ ମୁକ୍ତି ମିଳିବ ବୋଲି ମରେ ଆଶା ରଖିଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories