www.samajalive.in
Monday, December 8, 2025
14.1 C
Bhubaneswar

ଜାଣନ୍ତୁ କେଉଁ କାରଣରୁ ବିବାହରେ ସୃଷ୍ଟି ହୋଇଥାଏ ସମସ୍ୟା

ନିଜ ପସନ୍ଦ ଓ ଇଚ୍ଛା ଅନୁଯାୟୀ ଆପଣଙ୍କୁ ନିଜର ଜୀବନସାଥି ମିଳିଲେ ବୈବାହିକ ଜୀବନ ସୁଖମୟ ହୋଇଥାଏ। ମାତ୍ର ଏପରି କିଛି କାରଣ ମଧ୍ୟ ରହିଛି, ଯେଉଁ କାରଣରୁ ଆପଣଙ୍କ ଇଚ୍ଛା ପୂରଣ ହେବାରେ ସମସ୍ୟା ସୃଷ୍ଟି ହୋଇଥାଏ। ଏପରି ଏକ ପ୍ରମୁଖ କାରଣ ହେଉଛି ବାସ୍ତୁଦୋଷ। ବାସ୍ତ ଜନିତ ସମସ୍ୟାର ସମାଧାନ କରିବା ନିତ୍ୟାନ୍ତ ଆବଶ୍ୟକ। ସେହି ସମସ୍ୟାର ସମାଧାନ କରିବା ଦ୍ୱାରା ବୈବାହିକ ଜୀବନରେ ଥିବା ବାଧାବିଘ୍ନ ଦୂର ହୋଇଥାଏ। ଜାଣନ୍ତୁ କେଉଁ କାରଣରୁ ଏହି ବାସ୍ତୁ ସମସ୍ୟା ସୃଷ୍ଟି ହୋଇଥାଏ….
ଯେବେ ବିବାହ ପାଇଁ ଆପଣଙ୍କୁ ଦେଖିବା ପାଇଁ ଲୋକେ ଆସନ୍ତି ,ସେହି ସମୟରେ ଆପଣଙ୍କ ମୁଖକୁ ଉତ୍ତର ଦିଗ ଆଡ଼କୁ କରି ବସନ୍ତୁ।

ବିବାହ ଯୋଗ୍ୟ ଯୁବକ- ଯୁବତୀଙ୍କ କକ୍ଷରେ ସୁନ୍ଦର ସୁନ୍ଦର ଫଟୋ ଲଗାନ୍ତୁ। ମାତ୍ର କାନ୍ଦୁଥିବା ପିଲାମାନଙ୍କ ଫଟୋ ଲଗାନ୍ତୁ ନାହିଁ।

- Advertisement -

ଯଦି ଆପଣ ପ୍ରେମବିବାହ କରୁଛନ୍ତି ଓ ଆପଣଙ୍କୁ ଦୁଃସ୍ୱପ୍ନ ଆସୁଛି ତେବେ ନିଜ ତକିଆ ତଳେ ହାତର ଆଙ୍ଗୁଠିରେ‘ଓଁ’ ଲେଖନ୍ତୁ।

ଘରର ମୁଖ୍ୟଦ୍ୱାରରେ ଦର୍ପଣ ଲଗାନ୍ତୁ ନାହିଁ। କାରଣ ମୁଖ୍ୟଦ୍ୱାରରେ ଦର୍ପଣ ଲଗାଇବା ଦ୍ୱାରା ବିବାହରେ ସମସ୍ୟା ସୃଷ୍ଟି ହୋଇଥାଏ।

ବିବାହ ପାଇଁ ଆପଣଙ୍କୁ ଦେଖିବାକୁ ଆସୁଥିବା ଅତିଥିଙ୍କୁ ଗୃହରେ ସର୍ବଦା ପଶ୍ଚିମ ଦିଗରେ ବସାନ୍ତୁ।

ଯଦି ଘରର ମୁଖ୍ୟଦ୍ୱାର ସମ୍ମୁଖରେ କିଛି ଖୁମ୍ବ, ବୃକ୍ଷ, ଖୋଲା ହୋଇଥିବା ନଳା ଥାଏ ତେବେ ମଧ୍ୟ ବିବାହ ପାଇଁ ସମସ୍ୟା ସୃଷ୍ଟି ହୋଇଥାଏ। ଏହି କାରଣରୁ ଗୃହରେ ନକରାତ୍ମକ ଶକ୍ତି ପ୍ରବେଶ କରିଥାଏ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories