ଭୋଜି ଖାଇବୁ ମାନେ ଖାଇବୁ.. ଦେଖନ୍ତୁ ଭିଡିଓ; ବିବାହ ଭୋଜି ବେଳେ ହଠାତ୍‌ ବର୍ଷା ହେବା ପରେ ଲୋକେ କଲେ ଏମିତି..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ଏଭଳି ଭିଡିଓ ଭାଇରାଲ୍‌ ହୋଇଥାଏ, ଯାହା ସଭିଁଙ୍କୁ ଆଶ୍ଚର୍ଯ୍ୟ ଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ । ନିକଟରେ ବିବାହ ଓ ଭୋଜିର ଅନେକ ଭିଡିଓ ଭାଇରାଲ୍‌ ହେଉଛି । ଯାହା ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ନିଜ ହସକୁ ଲୋକେ ଅଟକାଇ ପାରୁ ନାହାଁନ୍ତି । ଭିଡିଓ ଦେଖିବା ପରେ ଲୋକେ ଅନେକ ମଜାଳିଆ କମେଣ୍ଟ ଦେଇଛନ୍ତି। ଭିଡିଓଟି ରାଜସ୍ଥାନର ଅଜମେର ସହରର … Continue reading ଭୋଜି ଖାଇବୁ ମାନେ ଖାଇବୁ.. ଦେଖନ୍ତୁ ଭିଡିଓ; ବିବାହ ଭୋଜି ବେଳେ ହଠାତ୍‌ ବର୍ଷା ହେବା ପରେ ଲୋକେ କଲେ ଏମିତି..