www.samajalive.in
Saturday, December 6, 2025
26.1 C
Bhubaneswar

ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସ୍ଵାମୀ ଗିରଫ

ଗୁଣୁପୁର: ରାୟଗଡା ଜିଲା ଗୁଣୁପୁର ଥାନା ବାୟାଗୁଡା ଗାଁରେ ବିବାହିତ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣାର ପଦ୍ଦାଫାଶ କରିଛି ଗୁଣୁପୁର ପୁଲିସ । ମୃତ ମହିଳା ସନ୍ତଷି ବାଉରୀ ବୋଲି ଜଣାପଡିଛି। ସ୍ବାମୀ ସୁରେନ୍ଦ୍ର ଶବର ନିଜ ସ୍ତ୍ରୀକୁ ହତ୍ୟା କରିଥିବା ସ୍ଵୀକାର କରିଛି। ପାରିବାରିକ ଅଶାନ୍ତି ଯୋଗୁଁ ଏହି ହତ୍ୟାକାଣ୍ଡ ଘଟିଛି।  ଆଜି ହତ୍ୟାକାରୀ ସ୍ବାମୀ ସୁରେନ୍ଦ୍ର  କୁ ପୁଲିସ କୋର୍ଟ ଚାଲାଣ କରିବା ନେଇ ସୂଚନା ରହିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories