www.samajalive.in
Saturday, December 6, 2025
26.1 C
Bhubaneswar

ଭଦ୍ରକର ଆର୍‌‌ଏମ୍‌‌ସି ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ : ବିସ୍କୁଟ ଓ ପ୍ଲାଷ୍ଟିକ ଚେୟାର ଗୋଦାମରେ ଲାଗିଛି ନିଆଁ

ଭଦ୍ରକ: ଭଦ୍ରକର ଆର୍‌‌ଏମ୍‌‌ସି ମାର୍କେଟରେ ନିଆଁ । ଭଦ୍ରକର ଆର୍‌‌ଏମ୍‌‌ସି ମାର୍କେଟର ବିସ୍କୁଟ ଓ ପ୍ଲାଷ୍ଟିକ ଚେୟାର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି। ତେବେ କେଉଁ କାରଣରୁ ବିସ୍କୁଟ ଓ ଚେୟାର ଗୋଦାମରେ ନିଆଁ ଲାଗିଛି ତାହାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିବା ସହିତ ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories