www.samajalive.in
Sunday, December 7, 2025
26.1 C
Bhubaneswar

ଭୂସ୍ଖଳନରେ ଧୋଇ ହୋଇଗଲା ଭାରତ-ଚୀନ ସୀମାନ୍ତ ରାସ୍ତା

ନୂଆଦିଲ୍ଲୀ: ଅରୁଣାଞ୍ଚଳ ପ୍ରଦେଶରେ ବଡଧରଣର ଭୂସ୍ଖଳନ ହୋଇଛି। ଗତ କିଛି ଦିନ ହେବ ଏହି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଥିଲା। ଭୂସ୍ଫଳନ ଯୋଗୁଁ ଭାରତ-ଚୀନ୍‌ ସୀମାନ୍ତ ରାସ୍ତା ଧୋଇ ହୋଇଯାଇଛି। ଚୀନ ସୀମାବର୍ତ୍ତୀ ଅଞ୍ଚଳ ଗୁଡିକ ସହ ଯୋଗାଯୋଗ ସମ୍ପୂର୍ଣ୍ଣ ଭାବେ ବିଚ୍ଛିନ୍ନ ହୋଇଛି। ହୁନଲି ଏବଂ ଅନିନୀ ମଧ୍ୟରେ ଥିବା ଅନିନୀ ରାଜପଥରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ଘଟଣାରେ ଅରୁଣାଚଳ ପ୍ରଧାନମନ୍ତ୍ରୀ ପେମା ଖଣ୍ଡୁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଅନ୍ୟପଟେ ଭୂସ୍ଫଳନକୁ ଆଖି ଆଗରେ ରଖି ରାଜ୍ୟ ସରକାର ଏହି ଅଞ୍ଚଳ ପରିଦର୍ଶନ କରିବାକୁ ଆସୁଥିବା ଲୋକଙ୍କ ପାଇଁ ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories