www.samajalive.in
Sunday, December 7, 2025
23.1 C
Bhubaneswar

ମୁମ୍ବଇ ଓ ଦିଲ୍ଲୀ ମ୍ୟାଚରେ ଫୁଟିବ ନାହିଁ ବାଣ – ବିସିସିଆଇ

ନୂଆଦିଲ୍ଲୀ : ବିଷ ଓଗାଳୁଛି ରାଜଧାନୀ ବାୟୁ। ଗତ କିଛି ଦିନ ହେବ ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି ପାଇଛି। ବାୟୁ ପ୍ରଦୂଷଣକୁ ନେଇ ବିସିସିଆଇ ବୁଧବାର ବଡ ପଦକ୍ଷେପ ଗ୍ରହଣ କରିଛି। ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ମୁମ୍ବଇ ଓ ଦିଲ୍ଲୀ ମ୍ୟାଚରେ ବାଣ ନ ଫୁଟାଇବାକୁ ବିସିସିଆଇ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଆଇସିସିକୁ ଅବଗତ କରିଥିବା ଜୟ ଶାହାଙ୍କ ପକ୍ଷରୁ ସୂଚନା ମିଳିଛି। ଆସନ୍ତାକାଲି ମୁମ୍ବଇରେ ଭାରତ ଶ୍ରୀଲଙ୍କାକୁ ଭେଟିବ। ଏହାସହ ଆସନ୍ତା ସୋମବାର ଦିଲ୍ଲୀରେ ବାଂଲାଦେଶ-ଶ୍ରୀଲଙ୍କା ମୁକାବିଲା ହେବ।

 

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories