www.samajalive.in
Monday, December 8, 2025
13.1 C
Bhubaneswar

ଦୂର ହେଲା ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ ; ସ୍ଥିର ହୋଇଛି ୧୮୦ ଦିନର ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ

ଭୁବନେଶ୍ୱର : ଦୂର ହେଲା ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ ସମସ୍ୟା । ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ପ୍ରସଙ୍ଗରେ ଥିବା ଦ୍ୱନ୍ଦ୍ୱ ଦୂର ହୋଇଛି ।୧୮୦ ଦିନର ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିର ହୋଇଛି । ସମ୍ଭାବ୍ୟ ପ୍ରସବର ୩ ମାସ ପୂର୍ବରୁ ନେଇ ହେବ ଛୁଟି । ପ୍ରସବ ତାରିଖର ୬ ମାସ ମଧ୍ୟରେ ଛୁଟି ପାଇଁ ଅନୁମତି । ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇ ହେବ । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ବୁଧବାର ଅନୁମୋଦନ କରିଛନ୍ତି ।

ମାତ୍ର ୨ ଦିନ ପରେ ବୁଦ୍ଧାଦିତ୍ୟ ରାଜଯୋଗ : ଏହି ରାଶିଙ୍କୁ କୋଟିପତି କରିବେ ସୂର୍ଯ୍ୟ-ବୁଧ, ହେବେ ମାଲାମାଲ୍‌, ହେବ ବିବାହ..

- Advertisement -

ନିୟମାନୁସାରେ ଜଣେ ସରକାରୀ କର୍ମଚାରୀ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବେ । ମାତ୍ର ଏହି ଛୁଟି କେଉଁ ଅବଧି ମଧ୍ୟରେ ନିଆଯାଇପାରିବ ସେନେଇ କିଛି ଦ୍ୱନ୍ଦ୍ୱ ଥିଲା । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି । ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥାଇ ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ ମାତୃତ୍ୱ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ୱ ଥିଲା । ସେହି ସମସ୍ୟା ଏବେ ଦୂର ହୋଇଛି ।

ଜବରଦସ୍ତ ଅଫର୍‌ ; ଶସ୍ତା ହେଲା ଭିଭୋ ୫ଜିର ଏହି ଫୋନ୍‌ର ଦାମ୍‌

ଦେଖନ୍ତୁ ଭୟଙ୍କର ଭିଡିଓ ; କୋଳରୁ ନେଇ ୪ ମାସର ଶିଶୁକୁ ଝୁଣି ମାରିଦେଲା ପୋଷା କୁକୁର

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories