www.samajalive.in
Friday, December 5, 2025
20.1 C
Bhubaneswar

ମାଟ୍ରିକ ଖାତାଦେଖା ଆରମ୍ଭ

ଭୁବନେଶ୍ବର: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଖାତାଦେଖା ଶନିବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଥିବା ବେଳେ ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କ୍ରୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଛି। ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ହୋଇଛି। ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବ। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories