www.samajalive.in
Saturday, December 13, 2025
26.1 C
Bhubaneswar

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା, ବୋର୍ଡ ପକ୍ଷରୁ ୬୦୦ କେନ୍ଦ୍ରର ଲାଇଭ ଡ୍ରାଏ ରନ୍

ଭୁବନେଶ୍ଵର: ସାରା ରାଜ୍ୟର ୩୧୩୩ ପରୀକ୍ଷା କେନ୍ଦ୍ରରେ ଶୁକ୍ରବାରଠାରୁ ୨୦୨୫ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଦେବେ ୫ ଲକ୍ଷ ୨୨ ହଜାର ୩୩୬ ଛାତ୍ରଛାତ୍ରୀ। ମୋଟ ୩୧୩୩ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ ଏବଂ ପରୀକ୍ଷାକୁ ଶୃଙ୍ଖଳିତ କରିବାକୁ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି। ଆସନ୍ତାକାଲି ସକାଳ ୯ଟାରେ ପରୀକ୍ଷା ଆରମ୍ଭ ହେବ ଓ ଛାତ୍ରଛାତ୍ରୀ ୭ଟା ୩୦ ମିନିଟରେ କେନ୍ଦ୍ରକୁ ପ୍ରବେଶ କରିବେ। ଆଜି ଚୂଡ଼ାନ୍ତ ପ୍ରସ୍ତୁତି ପରଖିବା ପାଇଁ ବୋର୍ଡ ପକ୍ଷରୁ ୬୦୦ କେନ୍ଦ୍ରର ଲାଇଭ ଡ୍ରାଏ ରନ୍ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories