www.samajalive.in
Saturday, December 6, 2025
23.1 C
Bhubaneswar

ମହାବାତ୍ୟା ‘ଅମ୍ଫନ’କୁ ଦୃଷ୍ଟିରେ ରଖି ମାଟ୍ରିକ ଖାତା ଦେଖା ସ୍ଥଗିତ

ଭୁବନେଶ୍ଵର : ସାମୁଦ୍ରିକ ଝଡ ‘ଅମ୍ଫନ’କୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷାର ଉତ୍ତର ଖାତା ମୂଲ୍ୟାୟନକୁ ପୁଣି ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ତାରିଖ ପରେ ଘୋଷଣା କରାଯିବ ବୋଲି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପୂର୍ବରୁ ମଧ୍ୟ ଦୁଇ ଦୁଇ ଥର ପରୀକ୍ଷାଖାତା ମୂଲ୍ୟାଙ୍କନ ଲାଗି ତାରିଖ ସ୍ଥିର ହୋଇ ଘୁଞ୍ଚି ସାରିଛି। ପ୍ରଥମେ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମେ ୨୦ ତାରିଖରେ ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ଦେଇଥିଲେ । ଏହପରେ  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ଅମ୍ଫନ ପାଇଁ ମାଟ୍ରିକ ଖାତା ଦେଖା ଗୋଟିଏ ଦିନ ଘୁଞ୍ଚି ୨୧ତାରିଖରେ ଖାତା ଦେଖା ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା । ଆଜି କିନ୍ତୁ ଏହା ପରବର୍ତ୍ତୀ ବିଜ୍ଞପ୍ତି ପ୍ରକାଶ ନପାଇବା ଯାଏଁ ସ୍ଥଗିତ ରଖାଯାଇଥିବା ସୂଚନା ରହିଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories