www.samajalive.in
Monday, December 15, 2025
26.1 C
Bhubaneswar

୩ରୁ ଦଶମଶ୍ରେଣୀ ପରୀକ୍ଷା ଫର୍ମପୂରଣ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୫ ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ନଭେମ୍ବର ୩ରୁ ଅନୁଷ୍ଠିତ ହେବ। ରେଗୁଲାର ଓ ଏକ୍ସ-ରେଗୁଲାର ବିଦ୍ୟାର୍ଥୀମାନେ ନଭେମ୍ବର ୩ରୁ ୧୮ ତାରିଖ ରାତି ୧୧.୪୫ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ ଯୋଗେ ଫର୍ମପୂରଣ କରିବେ। ଫର୍ମ ପୂରଣ ସଂକ୍ରାନ୍ତରେ ଅନ୍‌ଲାଇନ୍‌ ଲିଙ୍କ୍‌ ଓ ସମସ୍ତ ନିର୍ଦେଶାବଳୀ ବୋର୍ଡ ୱେବସାଇଟ୍‌ (www.bseodisha.ac.in)ରେ ଉପଲବ୍ଧ ହେବ। କରେସପଣ୍ଡେଣ୍ଟ କୋର୍ସ (ପତ୍ର ବିନିମୟ ପାଠ୍ୟକ୍ରମ)ରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀମାନେ ବୋର୍ଡ ଆଞ୍ଚଳିକ କାର୍ଯ୍ୟାଳୟରେ ଉପସଚିବଙ୍କ ଦ୍ବାରା ଅଫ୍‌ଲାଇନ୍‌ରେ ଫର୍ମପୂରଣ କରିବେ। ଏ ସଂକ୍ରାନ୍ତରେ ଶୁକ୍ରବାର ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories