www.samajalive.in
Thursday, December 11, 2025
18.1 C
Bhubaneswar

କଡ଼ା ସୁରକ୍ଷା ମଧ୍ୟରେ ନୋଡାଲ ସେଣ୍ଟରଗୁଡ଼ିକରେ ପହଞ୍ଚିଲା ମାଟ୍ରିକ ପ୍ରଶ୍ନପତ୍ର

ଭୁବନେଶ୍ଵର: ଫେବୃଆରୀ ୨୧ରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବିଏସଇ) ଦ୍ଵାରା ପରିଚାଳିତ ମାଟ୍ରିକ ପରୀକ୍ଷା। ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ବୁଧବାର ବୋର୍ଡ ମୁଖ୍ୟାଳୟରୁ ପ୍ରଶ୍ନପତ୍ର ନୋଡାଲ ସେଣ୍ଟରଗୁଡ଼ିକରେ ପହଞ୍ଚିଛି। ଓଡ଼ିଶାର ୩୦ଟି ଜିଲାର ୩୧୪ଟି ନୋଡାଲ୍ ସେଣ୍ଟର ସ୍ଥାପନ କରାଯାଇଛି। କଡ଼ା ସୁରକ୍ଷା ମଧ୍ୟରେ ୪୪ଟି ରୁଟ୍ ଦେଇ ପ୍ରଶ୍ନପତ୍ର ପଠାଯାଇଥିବା ଜଣାପଡ଼ିଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories