www.samajalive.in
Monday, December 8, 2025
27.1 C
Bhubaneswar

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ଵର : ଆଜି ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ବିଳମ୍ବରେ ହେଲେ ବି ଦୀର୍ଘ ଦୁଇମାସର ପ୍ରତୀକ୍ଷା ପରେ ଆଜି ବାହାରିବାକୁ ଥିବା‌ ଏହି ପରୀକ୍ଷାଫଳକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଆଶା ଆଶଙ୍କାରେ ରହିଛନ୍ତି।

ଛାତ୍ରଛାତ୍ରୀମାନେ ମାଟ୍ରିକ ଫଳ ଏହି ୱେବସାଇଟ୍‌ରେ ଦେଖିପାରିବେ : www.bseodisha.ac.in, www.bseodisha.nic.in, ଏସ୍‍ଏମ୍‍ଏସ୍‍: <OR10> Space <Roll No> Send 5676750
ଏଥିରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମା(ସଂସ୍କୃତ) ପରୀକ୍ଷା ଫଳ ମଧ୍ୟ ଉପଲବ୍ଧ।
ସମସ୍ୟା ଜଣାଇବାକୁ ବୋର୍ଡ କଣ୍ଟ୍ରୋଲ ରୁମ୍‌ ନମ୍ବର
(0671)- 2412059, 2412060

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories