www.samajalive.in
Monday, December 15, 2025
26.1 C
Bhubaneswar

କାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ

ଭୁବନେଶ୍ୱର – ଶୁକ୍ରବାର ମେ ଦୁଇ ତାରିଖରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ । ଅପରାହ୍ନରେ ଏହା ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ । ସନ୍ଧ୍ୟା ୬ଟା ପରେ  ଏହା ମାଧ୍ୟମିକ ଶିକ୍ଷାପରିଷଦର ଓ୍ୱେବସାଇଟ୍‌ରେ ଉପଲବ୍ଧ ହେବ । www. bseodisha.ac.in ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହେବା ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

ମାର୍ଚ୍ଚ ୧୯ରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହୋଇଥିଲା। ୩୦ ଜିଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍‌ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିବା ବେଳେ ୬୦୦ ସେଣ୍ଟରରେ ଲାଇଟ୍‌ ବ୍ୟବସ୍ଥା କରାଯାଇଥିଲା। ମୋଟ ୫ ଲକ୍ଷ ୧୦ ହଜାର ୭୭୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories