www.samajalive.in
Saturday, December 6, 2025
23.1 C
Bhubaneswar

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ – ପାସ୍‌ହାର ୯୬.୪%, ଛାତ୍ରୀମାନେ ଆଗରେ

କଟକ – ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି । ଚଳିତ ବର୍ଷ ୯୬.୪ ପ୍ରତିଶତ ଛାତ୍ର ଛାତ୍ରୀ ପାସ୍‌ କରିଛନ୍ତି । ଚଳିତ ବର୍ଷ ଛାତ୍ରୀମାନେ ଛାତ୍ରଙ୍କ ଠାରୁ ଭଲ ପ୍ରଦର୍ଶନ କରିଛନ୍ତି  । କଟକ ଏବଂ ଜଗତସିଂହପୁରରେ ପାସ୍‌ ହାର ସର୍ବାଧିକ ରହିଛି । ଏହି ଦୁଇଟି ଜିଲ୍ଲାରେ ୯୭.୯୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି ।

 

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories