www.samajalive.in
Sunday, December 7, 2025
18.1 C
Bhubaneswar

ବାଇକ୍‌ ଧକ୍କାରେ ମାଟ୍ରିକ୍‌ ପରୀକ୍ଷାର୍ଥୀ ଗୁରୁତର

ଭୁବନେଶ୍ୱର (ସମାଜ ଡିଜିଟାଲ୍‌ ଡେସ୍କ)- କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ବାଇକ୍‌ ଧକ୍କାରେ ଜଣେ ମାଟ୍ରିକ୍‌ ପରୀକ୍ଷାର୍ଥୀ ଗୁରୁତର ହୋଇଛନ୍ତି । ଏଥିପାଇଁ ସେ ପରୀକ୍ଷା ଦେଇ ପାରିନାହାନ୍ତି । ବିଏନ୍‌ ଉଚ୍ଚ ବିଦ୍ୟାଳୟ ନିକଟରେ ଦୁଇଟି ମଟରସାଇକେଲ୍‌ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା । ଏହାପରେ ମାଟ୍ରିକ୍‌ ପରୀକ୍ଷାର୍ଥୀ ଗୁରୁତର ହୋଇଥିଲେ । ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ।

ମାଟ୍ରିକ ଦେବା ପାଇଁ ଆସିଥିବା ଛାତ୍ର ରୁଦ୍ର ନାରାୟଣ ଘଡେଇ ଏହି ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି । ଏଥିପାଇଁ ସେ ମଙ୍ଗଳବାରର ପରୀକ୍ଷା ଦେଇ ପାରିନାହାନ୍ତି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories