www.samajalive.in
Monday, December 15, 2025
24.1 C
Bhubaneswar

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ

କଟକ: ପ୍ରକାଶ ପାଇଛି ମାଟ୍ରିକ୍‍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ । ଚଳିତ ଥର ପାସ୍‍ ହାର ରହିଛି ୫୬.୨୩ପ୍ରତିଶତ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ପାଇଁ ଚଳିତ ଥର ମୋଟ୍‍ ୩୪୫୭ଜଣ ଫର୍ମ ପୂରଣ କରିଥିଲେ । ସେମାନଙ୍କ ମଧ୍ୟରୁ ମୋଟ ୧୯୮୩ଜଣ ପାସ୍‍ କରିଛନ୍ତି । ସେହିପରି ଷ୍ଟେଟ୍‍ ଓପନଡ୍‍ ସ୍କୁଲ ସାର୍ଟିଫିକେଟରେ ୫୯୭୩ ଉତ୍ତୀର୍ଣ୍ଣ ହୋଇଛନ୍ତି । ପାସ ହାର ରହିଛି ୫୫.୨୬ପ୍ରତିଶତ । ବୋର୍ଡ ସଭାପତିଙ୍କ ସୂଚନା ଅନୁସାରେ ଦିନ ୨ଟାରୁ ବୋର୍ଡ ୱେବସାଇଟରେ ମାର୍କସିଟ୍‍ ଉପଲବ୍ଧ ହେବ । ଛାତ୍ରଛାତ୍ରୀମାନେ ସେଥିରୁ ଡାଉନଲୋଡ କରି ନିଜ ନିଜର ମାର୍କସିଟ୍‍ ନେଇପାରିବେ ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories