www.samajalive.in
Monday, December 8, 2025
17.1 C
Bhubaneswar

୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା

କଟକ  : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଜୁଲାଇ ୮ ତାରିଖରୁ ହେବାକୁ ଥିବା ମାଟ୍ରିକ ସପ୍ଲିମେଣ୍ଟାରି ଓ ୨ୟ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ନିମନ୍ତେ ଆଡ୍‌ମିଟ୍ କାର୍ଡ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଅପଲୋଡ୍‌ କରାଯାଇଛି। ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ୨ ତାରିଖରୁ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାର୍ଥୀ ୩ ତାରିଖରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ବୋର୍ଡ ୱେବସାଇଟ୍‌ରୁ ଡାଉନଲୋଡ୍‌ କରିପାରିବେ। ଏଥର ୨୭,୬୧୬ ଜଣ ପରୀକ୍ଷାର୍ଥୀ ୧୨୨ଟି କେନ୍ଦ୍ରରେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେହିପରି ୯୦୩୩ ଜଣ ପରୀକ୍ଷାର୍ଥୀ ୫୫ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେବେ।


ସପ୍ଲିମେଣ୍ଟାରୀ ପରୀକ୍ଷା ୧୪ ତାରିଖରେ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୬ ତାରିଖରେ ଶେଷ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories