www.samajalive.in
Sunday, December 14, 2025
26.1 C
Bhubaneswar

୨୧ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ

କଟକ : ଆସନ୍ତା ୨୧ରୁ ୩୧ ପର୍ଯ୍ୟନ୍ତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ । ଗୋଟିଏ ସିଟିଂରେ ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପିଲା ପରୀକ୍ଷା ଦେବେ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୧ଟା ପର୍ଯ୍ୟନ୍ତ ଚାଲିବ । ୮୩ଟି କେନ୍ଦ୍ରରେ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ପରୀକ୍ଷାର୍ଥୀଙ୍କ ପାଇଁ ଓ୍ବେବସାଇଟରେ ଆଡମିଟ୍ କାର୍ଡ ମଧ୍ୟ ଆସିସାରିଛି । ଛାତ୍ରଛାତ୍ରୀ ଏହାକୁ ଡାଉନଲୋଡ୍ କରିପାରିବେ । ଷ୍ଟେଟ୍ ଓପନ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ମଧ୍ୟ ଛାତ୍ରଛାତ୍ରୀ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଏସଓଏସସି ପରୀକ୍ଷା ପାଇଁ ୧୨୧ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ଏହି କେନ୍ଦ୍ରଗୁଡିକରେ ୨୪,୫୨୦ ପିଲା ପରୀକ୍ଷା ଦେବେ ।

ଏହି ହେଲମେଟରେ ଅଛି ଅନେକ ଫିଚର, ଦାମ୍ ମାତ୍ର..

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories