www.samajalive.in
Monday, December 8, 2025
27.1 C
Bhubaneswar

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୩ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୮୦ କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। www.bseodisha.ac.inରେ ଲଗଅନ କରି ଆଡମିଟ କାର୍ଡ ପାଇପାରିବେ ବୋଲି ସୂଚନା ଦିଆଯାଇଛି।

ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପରିଚାଳିତ ‌ମାଟ୍ରିକ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରି ନଥିବା ଛାତ୍ରଛାତ୍ରୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେମାନେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୩ରୁ ୮ ପର୍ଯ୍ୟନ୍ତ ଦେଇପାରିବେ। ପରୀକ୍ଷାରେ ସାମିଲ ଛାତ୍ରଛାତ୍ରୀମାନେ ମେ’ ୨୬ରୁ ଜୁନ୍‌ ୧ ତାରିଖ ମଧ୍ୟରେ ଫର୍ମ ଫିଲ୍‌ଅପ୍‌ କରିଥି​ଲେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories