www.samajalive.in
Friday, December 5, 2025
23.1 C
Bhubaneswar

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ ପରୀକ୍ଷା । ୧୯ ତାରିଖ ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ମିନିଟ ସମୟ ଦିଆଯିବ ବୋଲି କୁହାଯାଇଛି ।

ତେବେ କେଉଁ ଦିନ କେଉଁ ପରୀକ୍ଷା ରହିଛି ତାହାର ପୁରା କାର୍ଯ୍ୟ ସୂଚୀ ବୋର୍ଡ ପକ୍ଷରୁ ଦିଆଯାଇଛି । ଫେବୃଆରୀ ୧୯ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏହାପରେ ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ ଏବଂ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା ରହିଥିବା ବେଳେ ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

Related Articles

Popular Categories