www.samajalive.in
Saturday, December 6, 2025
14.1 C
Bhubaneswar

ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ ଫି ନିର୍ଦ୍ଧାରଣ କଲେ ରାଜ୍ୟ ସରକାର, ୪୦୦ ଟଙ୍କାରେ ହେବ ଆରଟି-ପିସିଆର ଟେଷ୍ଟ

ଭୁବନେଶ୍ବର : ଘରୋଇ ଲ୍ୟାବ ପାଇଁ କରୋନା ଟେଷ୍ଟ ଫି’ର ମୂଲ୍ୟ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ସରକାର। ଏଣିକି ମାତ୍ର ୪୦୦ ଟଙ୍କାରେ ଘରୋଇ ଲ୍ୟାବରେ ଆପଣ କରୋନା ଆରଟି-ପିସିଆର ଟେଷ୍ଟ କରିପାରିବେ। ଜିଏସଟି ସହିତ ଘରୋଇ ଲ୍ୟାବ୍‌ ଟେଷ୍ଟ ଫି ୪୦୦ ଟଙ୍କା ରଖିବେ ବୋଲି ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର ।

ଆରଏମଆରସି ତତ୍ତ୍ୱାବଧାନରେ ଆରଟି-ପିସିଆର ଟେଷ୍ଟ ହେବ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନୂଆ ବିଜ୍ଞପ୍ତି ଜାରି ହୋଇଛି । ତେବେ ପୂର୍ବରୁ ୧୨୦୦ ଟଙ୍କାରେ ଘରୋଇ ଲ୍ୟାବରେ କରୋନା ଟେଷ୍ଟ ହେଉଥିଲା ।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories