www.samajalive.in
Saturday, December 6, 2025
26.1 C
Bhubaneswar

ବିଲରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ୍

ମୟୂରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ମୋରଡା ଥାନା ପାରିଆଉଡା ଛକ ନିକଟରେ ଅଘଟଣ।  ବିଲରେ ବାଇକ୍‌ ସହ ପଡ଼ିଛି ଦୁଇ ମୃତଦେହ।  ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ କିଛି ସ୍ଥାନୀୟ ଲୋକ ବିଲ ପାଖ ଦେଇ ଯାଉଥିବାବେଳେ ବିଲରେ ଦୁଇ ବ୍ୟକ୍ତିଙ୍କ ମୃତଦେହ ସହ ଏକ ବାଇକ୍ ପଡିଥିବା ଦେଖିବାକୁ ପାଇଥିଲେ।  ସ୍ଥାନୀୟ ଲୋକ ତୁରନ୍ତ ଏ ନେଇ ପୁଲିସକୁ ଜଣାଇଥିଲେ। ପରେ ପୁଲିସ୍ ଏବଂ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁଇ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ପୁଲିସ୍ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

Related Articles

Popular Categories