www.samajalive.in
Sunday, December 14, 2025
26.1 C
Bhubaneswar

ମୟୁରଭଞ୍ଜ- ଘର ଉପରେ ବଜ୍ରପାତ, ତିନି ମହିଳା ମୃତ ୪ ଗୁରୁତର

କରଞ୍ଜିଆ – ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆରେ ବଜ୍ରପାତରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଏକ ଦାହ ସଂସ୍କାର  ପାଇଁ ଏହି ମହିଳାମାନେ ଆସିଥିଲେ । କାଳବୈଶାଖୀ ବର୍ଷା ସହ ବଜ୍ରପାତ ହୋଇଥିଲା । ବଜ୍ରପାତ ପରେ ଘରେ ନିଆଁ ଲାଗିଯାଇଥିବା ସୂଚନା । କରଞ୍ଜିଆ ଏନ୍‌ଏସିର ୧୫ ନମ୍ବର ଓ୍ୱାର୍ଡରେ ଏହି ଅଘଟଣ ଘଟିଛି ।

 

- Advertisement -

ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories