ସମାଜ ଡିଜିଟାଲ ଡେସ୍କ: ଆଜି ମୟୂରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ଏହାସହିତ ଜିଲ୍ଲାରେ ୩ଦିନ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର । ପ୍ରବଳ ବର୍ଷା ଆଶଙ୍କାରେ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି ।
Popular Categories

ସମାଜ ଡିଜିଟାଲ ଡେସ୍କ: ଆଜି ମୟୂରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ଏହାସହିତ ଜିଲ୍ଲାରେ ୩ଦିନ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର । ପ୍ରବଳ ବର୍ଷା ଆଶଙ୍କାରେ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି ।
Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!
