www.samajalive.in
Saturday, December 6, 2025
17.1 C
Bhubaneswar

ଅଗ୍ନିକାଣ୍ଡରେ ୬୦ ବଖରା ଘର ପୋଡି ପାଉଁଶ

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲା ବଡସାହି କେନ୍ଦୁଡିହା ପଞ୍ଚାୟତ କୁଳିଅଣା ଗାଁର ବିନ୍ଧାଣୀସାହିରେ ମଙ୍ଗଳବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬୦ ବଖରା ଘର ପୋଡି ପାଉଁଶ ହୋଇ ଯାଇଛି। ନିଆଁରେ ୨୦ଟି ପରିବାରର ଘର ପୋଡି ପାଉଁଶ ହୋଇଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଛି। ପ୍ରଥମେ ଗୋଟିଏ ଘରେ ନିଆଁ ଲାଗିବା ମାତ୍ରେ ନିଆଁ ଅନ୍ୟ ଘରକୁ ବ୍ୟାପି ଯାଇଥିଲା। ୩ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଘରର ଆସବାବ ପତ୍ର ଓ ଅନ୍ୟ ଜିନିଷ ପୋଡି ପାଉଁଶ ହୋଇ ଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ଆଶ୍ଚର୍ଯ୍ୟ ହେବେ : ଦେଖନ୍ତୁ ଭିଡିଓ, ପ୍ରବଳ ବର୍ଷା ପରେ ଆକାଶରୁ ହେଲା ପୁଳା ପୁଳା ମାଛ ବର୍ଷା..

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories