ଭୁବନେଶ୍ୱର : ମୟୁରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ମଙ୍ଗଳବାର ଗିରଫ ହୋଇଛନ୍ତି । ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ବେଲପାହାଡ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ବେଳେ ସେ ଟଙ୍କା ହେରଫେର୍ କରିଥିବା ଅଭିଯୋଗ ହୋଇଥିଲା । ଅର୍ଥନୈତିକ ଅପରାଧ ଶାଖା ମଧୁସ୍ମିତାଙ୍କୁ ଗିରଫ କରିଛି ।
୫୦ ବର୍ଷ ପରେ ତ୍ରିଗ୍ରହୀ ପୁଣି ଚର୍ତୁଗ୍ରହୀ ଯୋଗ: ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..



