www.samajalive.in
Friday, December 5, 2025
26.1 C
Bhubaneswar

ଜଙ୍ଗଲରେ ନିଆଁ ଲଗାଇ ଶିକାରୀ ଗିରଫ

ମୟୁରଭଞ୍ଜ : ଶିକାର ପାଇଁ ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ଜଣେ ଶିକାରୀକୁ ଗିରଫ କରାଯାଇଥିବା ନେଇ ଗୁରୁବାର ଖବର ମିଳିଛି। ଏଭଳି ଘଟଣା ମୟୁରଭଞ୍ଜ ଜିଲା ଅନ୍ତର୍ଗତ ପୋଡାଡିହା ରେଞ୍ଜ ଅଞ୍ଚଳରେ ଘଟିଛି। ବନବିଭାଗ ଉକ୍ତ ଶିକାରୀକୁ ଗିରଫ କରିଛି। ଶିକାରୀ ନିକଟରୁ ଗୋଟିଏ ବନ୍ଧୁକ, ଟାଙ୍ଗିଆ ଓ ୭ କେଜି ଝିଙ୍କ ମାଂସ ଜବତ କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories