www.samajalive.in
Friday, December 5, 2025
20.1 C
Bhubaneswar

ମାଈ ହାତୀର ମୃତଦେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ

କଳାବାଡିଆ : ମାଈ ହାତୀର ମୃତଦେହ ଠାବ। ମୟୁରଭଞ୍ଜ ଜିଲ୍ଲା  ବାଙ୍ଗିରିପୋଷି ରେଞ୍ଜ ଅଧିନସ୍ଥ ଗୋଲା ମୁଣ୍ଢାକାଟା ନିକଟରେ ଏକ ମାଈ ହାତୀର ମୃତ୍ୟୁଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ହାତୀଟିର ବୟସ ପ୍ରାୟ ୫ ବର୍ଷ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ କିଛି ଦିନ ହେବ ଶିମିଳିପାଳ ଅଭୟାରଣ୍ୟର ପାଦଦେଶର ବାଙ୍ଗିରିପୋଷି ରେଞ୍ଜ ଅଞ୍ଚଳରେ ହାତୀ ପଲ ବୁଲୁଥିବାର ସୂଚନା ରହିଥିଲା। ଆଜି ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ହଠାତ୍ ହାତୀଟିର ମୃତ୍ୟୁ ହୋଇଥିବା ଦେଖିବାକୁ ପାଇଥିଲେ। ବାଙ୍ଗରିପୋଷୀ ରେଞ୍ଜ ରେ ଆଜକୁ କିଛି ମାସ ଭିତରେ ୩ଟି ହାତୀ ର ମୃତ୍ୟୁହୋଇ ସାରିଲାଣି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories