www.samajalive.in
Saturday, December 6, 2025
26.1 C
Bhubaneswar

ମହଙ୍ଗା ପଡିଲା ସେଲ୍‌ଫି ନେବା : ନଦୀରେ ଭାସିଯାଇ ଯୁବକ ନିଖୋଜ

କରଞ୍ଜିଆ: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆରେ ସେଲଫି ନେବା ଯୁବକଙ୍କୁ ମହଙ୍ଗା ପଡିଛି। ଜଣେ ବ୍ୟକ୍ତି ସେଲଫି ନେବାବେଳେ ନଦୀରେ ଗୋଡ ଖସିଯାଇଥିଲା। ଫଳରେ ନଦୀର ପ୍ରଖର ସ୍ରୋତରେ ଯୁବକ ଜଣକ ଭାସିଯାଇଥିଲେ।  ୧୬ ଘଣ୍ଟା ହେଲା ନିଖୋଜ ଯୁବକଙ୍କର କୌଣସି ପତ୍ତା ମିଳୁନି।  ନିଖୋଜ ଯୁବକ ଜଣକ ମୁର୍ସିବାଦର ସାହିନ ଆଲାମ୍ ବୋଲି ଜଣାପଡିଛି । ସେ ଯଶୀପୁରରେ ରହି ରାଜମିସ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଅଗ୍ନିଶମବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories