www.samajalive.in
Saturday, December 13, 2025
26.1 C
Bhubaneswar

ଲାଇଭ୍‍ କଭ୍‍ରେଜ ଠାରୁ ଦୂରେଇ ରୁହ

ସମାଜ ଡିଜିଟାଲ ଡେସ୍କ: ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ମଧ୍ୟରେ ସାରା ଦେଶରେ ଭୟର ପରିସ୍ଥିତି ଲାଗି ରହିଛି । ବିଭିନ୍ନ ରାଜ୍ୟରେ ହାଇଆଲର୍ଟ ଜାରି କରାଯାଇଥିବା ବେଳେ ସୀମାବର୍ତ୍ତୀ ଅଞ୍ଚଳର ଲୋକମାନେ ବଙ୍କରେ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି । ଏପରିକି ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କରିଛି ପ୍ରତିରକ୍ଷା ମନ୍ତ୍ରାଳୟ । ଲାଇଭ୍‍ କଭରେଜ ଠାରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୁରକ୍ଷାକର୍ମୀଙ୍କ ଗତିବିଧି ସମ୍ପର୍କରେ କୌଣସି ପ୍ରସାରଣରୁ ଦୂରେଇ ରହିବାକୁ କୁହାଯାଇଛି । ସୂତ୍ରଭିତ୍ତିକ ଖବର ପ୍ରସାରଣ ସେନା କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories