ସ୍ୱାମୀକୁ ହତ୍ୟା ପରେ ୧୫ ଖଣ୍ଡ କଲା ସ୍ତ୍ରୀ, ସିମେଣ୍ଟରେ କଲା ସିଲ୍‌, ଆଶ୍ଚର୍ଯ୍ୟ କରିବ କାରଣ

ମେରଠ : ମେରଠରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ନିଜ ପ୍ରେମିକ ସହ ମିଶି ନିଜ ସ୍ୱାମୀଙ୍କୁ ହତ୍ୟା କରି ସ୍ୱାମୀ ମୃତଦେହକୁ ୧୫ ଖଣ୍ଡ କରିଛନ୍ତି। ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଅଭିଯୁକ୍ତ ମହିଳା ତାଙ୍କ ପ୍ରେମିକ ସହ ମିଶି ପ୍ରଥମେ ନିଜ ସ୍ୱାମୀକୁ ନିଦ ବଟିକା ଦେଇ ପରେ ଛୁରୀରେ ଆକ୍ରମଣ କରି ହତ୍ୟା କରିଛନ୍ତି। ପୁଣି ମୃତଦେହକୁ ୧୫ ଖଣ୍ଡ କରି ଏକ ଡ୍ରମ୍‌ ମଧ୍ୟରେ … Continue reading ସ୍ୱାମୀକୁ ହତ୍ୟା ପରେ ୧୫ ଖଣ୍ଡ କଲା ସ୍ତ୍ରୀ, ସିମେଣ୍ଟରେ କଲା ସିଲ୍‌, ଆଶ୍ଚର୍ଯ୍ୟ କରିବ କାରଣ