www.samajalive.in
Sunday, December 14, 2025
26.1 C
Bhubaneswar

ସାଉଥ ସୁପରଷ୍ଟାର୍ ଚିରଞ୍ଜିବୀଙ୍କୁ କରୋନା

ନୂଆଦିଲ୍ଲୀ : ଦକ୍ଷିଣ ଭାରତ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ଅଭିନେତା ଚିରଞ୍ଜୀବୀ କୋରାନାରେ ସଂକ୍ରମିତ ହୋଇଛନ୍ତି ।ଚିରଞ୍ଜିବୀ ନିଜେ ଟ୍ବିଟ୍ କରି ଏହି ସୂଚନା ଦେଇଛନ୍ତି । ଚିରଞ୍ଜୀବୀଙ୍କ ଏହି ପୋଷ୍ଟ ପରେ ପ୍ରଶଂସକମାନେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବା ପାଇଁ ପ୍ରାର୍ଥନା କରୁଛନ୍ତି ।  ଦକ୍ଷିଣ ଭାରତ ଚଳଚ୍ଚିତ୍ର ଜଗତରେ ଚିରଞ୍ଜିବୀ “ମେଗାଷ୍ଟାର” ଭାବରେ ପ୍ରସିଦ୍ଧ ।
ସେ ଟ୍ୱିଟ କରି ଲେଖିଛନ୍ତି ଯେ,  ମୋର ଆଗାମୀ ଚଳଚ୍ଚିତ୍ର ‘ଆଚାର୍ଯ୍ୟ’ର ସୁଟିଂ ପୂର୍ବରୁ ପ୍ରୋଟୋକଲ୍ ଅନୁସାରେ ମୁଁ କରୋନା ଟେଷ୍ଟ୍ କରାଇଥିଲେ ।ଟେଷ୍ଟ୍ ପରେ ମୋ ରିପୋର୍ଟ ପଜିଟିଭ ଆସିଥିଲା। ମୋଠାରେ କୌଣସି ପ୍ରକାରର ଲକ୍ଷଣ ନଥିଲା କିନ୍ତୁ ରିପୋର୍ଟ ପଜିଟିଭ ଆସିଥିଲା। ବର୍ତ୍ତମାନ ସେ ନିଜକୁ ହୋମ୍ କ୍ବାରେଣ୍ଟାଇନ୍ ରଖିଥିବା ସୂଚନା ଦେଇଛନ୍ତି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories