www.samajalive.in
Sunday, December 14, 2025
26.1 C
Bhubaneswar

କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରି କହିଛନ୍ତି ଯେ କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଚୁକ୍ତି(ଏମଓୟୁ) ସ୍ୱାକ୍ଷର କରାଯିବ। ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମୟରେ କେନ୍ଦୁଝରର ବିକାଶ ପାଇଁ ଏମଓୟୁ ସ୍ୱାକ୍ଷର ହେବ। କେନ୍ଦୁଝରରେ ପ୍ରାକୃତିକ ସମ୍ପଦ ଭରି ରହିଛି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ପ୍ରତିଶ୍ରୁତି ଦେଉଛି। କେନ୍ଦୁଝରର ବିକାଶକୁ ସବୁବେଳେ ପ୍ରାଥମିକତା ଦେବି । ଜିଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ ଆଦି ସବୁ କ୍ଷେତ୍ରର ବିକାଶ ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories