www.samajalive.in
Sunday, November 16, 2025
15.1 C
Bhubaneswar

ସର୍ବଭାରତୀୟ ପୁଲିସ ସୁନ୍ଦର ସ୍ଵାସ୍ଥ୍ୟ ପ୍ରତିଯୋଗିତାରେ ମେଘନାଦଙ୍କୁ ରୌପ୍ୟ ପଦକ

ଗଞ୍ଜାମ: ଲକ୍ଷ୍ନୌଠାରେ ଅନୁଷ୍ଠିତ ସର୍ବଭାରତୀୟ ପୁଲିସ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତାର ୬୫ କେଜି ବର୍ଗରେ ଓଡିଶା ପୁଲିସ ବିଭାଗ ତରଫରୁ ଛତ୍ରପୁର ଓଏସଏପି ଅଷ୍ଟମ ବାଟାଲିଅନର ସିପାହୀ ମେଘନାଦ ବେହେରା ଅଂଶଗ୍ରହଣ କରି ରୌପ୍ୟ ପଦକ ବିଜୟୀ ହୋଇଛନ୍ତି। ଏହି ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହା ପୂର୍ବରୁ ସେ ୨ ଥର ସର୍ବାଭାରତୀୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତାରେ ଭାଗ ନେଇଥିଲେ। କିନ୍ତୁ କୌଣସି ପଦକ ଲାଭ କରି ନ ଥିଲେ। ଓଡିଶା ପୁଲିସ ତରଫରୁ ଅଂଶ ଗ୍ରହଣ କରିବାର ସୁଯୋଗ ମିଳିଥିବାରୁ ମେଘନାଦ ବିଭାଗର ସମସ୍ତ ବରିଷ୍ଠ ଅଧିକାରୀ ଅଧିକାରୀ ଏବଂ ଛତ୍ରପୁର ଅଷ୍ଟମ ବାଟାଲିଅନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories