www.samajalive.in
Monday, December 15, 2025
24.1 C
Bhubaneswar

ଶିମିଳିପାଳରେ ବୁଲୁଛି ବିରଳ କଳାବାଘ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ଶିମିଳିପାଳ ଜଙ୍ଗଲରେ ବୁଲୁଛି ବିରଳ କଳା ବାଘ। ବାଘ ବୁଲୁଥିବା ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ଏହି ଭିଡ଼ିଓକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ପିସିସିଏଫ ୱାଇଲ୍ଡ ଲାଇଫ୍‌‌ ସୁଶାନ୍ତ ନନ୍ଦ। ଅଭାୟରଣ୍ୟ ଭିତରେ ଦେଶର ପ୍ରଥମ କଳାବାଘ ସଫାରି ପ୍ରକଳ୍ପ କାର୍ଯ୍ୟ ଆଗକୁ ବଢୁଥିବା ବେଳେ ଏବେ କଳାବାଘ ଚିତ୍ର ସାମ୍ନାକୁ ଆସିବା ପରେ ପଶୁ ପ୍ରେମୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories