ଶିମିଳିପାଳରେ ହେବ କଳାବାଘ ସଫାରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ ହେବ କଳାବାଘ ସଫାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଖୁବ୍‌ଶୀଘ ପର୍ଯ୍ୟଟକମାନେ ସଫାରୀ ଭିତରେ ବିରଳ କଳାବାଘ ଦେଖିବାର ସୁଯୋଗ ପାଇବେ। Glad to announce that #Odisha is setting up an exclusive Melanistic Tiger Safari near Similipal Tiger Reserve in #Mayurbhanj. Tourists and visitors can now have a glimpse of the … Continue reading ଶିମିଳିପାଳରେ ହେବ କଳାବାଘ ସଫାରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ